Masthead

ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଗୋପାଳପୁର ଗଣଦୁଷ୍କର୍ମ ଘଟଣାକୁ ନେଇ କଂଗ୍ରେସର ଉଦବେଗ । ଭୁବନେଶ୍ୱରରେ ପହଞ୍ଚିଲେ କଂଗ୍ରେସ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ । ଦୀପା ଦାସମୁନସୀଙ୍କ ଆବାହକତ୍ୱରେ ୫ ଜଣିଆ ଟିମ୍ । ଘଟଣାସ୍ଥଳକୁ ଯାଇ ଅନୁଧ୍ୟାନ କରିବା ପରେ ରିପୋର୍ଟ ଦେବେ ।

ଏହି କମିଟିରେ ସାଂସଦ ରଞ୍ଜିତ ରଂଜନ , ପରିଣୀତି ସିଂ ଦେ, ଏସ. ଜୋସ୍ନାମଣି , ଏଇସିସି ସଦସ୍ୟ ଶୋଭା ଓଝା ଗସ୍ତ କରିଛନ୍ତି । ଏହି ଟିମରେ ଓଡ଼ିଶା ପ୍ରଦେଶ କମିଟିର ଅନ୍ୟ ସଦସ୍ୟମାନେ ମଧ୍ୟ ରହିବେ। ୨୪ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାର ମଧ୍ୟ ସମୟ ମାଗିଛି କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ