Masthead

ମାର୍ଚ୍ଚ ପହିଲାରେ କଂଗ୍ରେସର ପ୍ରଥମ ପର୍ଯ୍ୟାୟ ଟିକେଟ ଘୋଷଣା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିର୍ବାଚନ ପାଇଁ ଉଷ୍ମ ହେଲାଣି ରାଜ୍ୟ ରାଜନୀତି । ନିର୍ବାଚନ ଆୟୋଗଙ୍କ ସମୀକ୍ଷା ପରେ ସବୁ ଦଳରେ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି । ଚାଲିଛି ଟିକେଟ କସରତ୍ । ସବୁ ଦଳରେ ଟିକେଟ୍ ଚିନ୍ତା । ଆଶାୟୀଙ୍କ ଲମ୍ବା ତାଲିକା । ତେବେ ଆସନ୍ତା ମାର୍ଚ୍ଚ ପହିଲାରେ କଂଗ୍ରେସ ପ୍ରଥମ ପର୍ଯ୍ୟାୟ ଟିକେଟ ଘୋଷଣା କରିବ ।

ପ୍ରଥମ ପର୍ଯ୍ୟାୟରେ ଦଳ ପକ୍ଷରୁ ପ୍ରାୟ ୭୦ଟି ଟିକେଟ ଘୋଷଣା କରାଯିବ । ପ୍ରଦେଶ ନିର୍ବାଚନ କମିଟି ବୈଠକରେ ଏନେଇ ପିସିସି ସଭାପତି ଶରତ ପଟ୍ଟନାୟକ ସୂଚନା ଦେଇଛନ୍ତି । ଆଗୁଆ ଟିକେଟ ପ୍ରଦାନ ପାଇଁ କଂଗ୍ରେସ ପିଇସି କମିଟି ବୈଠକ ବସିଛି । ସେପଟେ ‘ପ୍ରଗମନ’ ଆପରେ ବିଧାୟକ ପାଇଁ ୩ହଜାର ଓ ସାଂସଦ ପାଇଁ ୭୦୦ ଜଣ ଆବେଦନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ