Masthead

ନାମାଙ୍କନ ଦାଖଲ କଲେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ

ଭଣ୍ଡାରିପୋଖରୀ(ବଡ଼ ଖବର ବ୍ୟୁରୋ): ନାମାଙ୍କନ ଭରିଲେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର କଂଗ୍ରେସ ତରଫରୁ ବିଧାୟକ ପାର୍ଥୀଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି । ଭଦ୍ରକ କଂଗ୍ରେସ କାର୍ଯ୍ୟାଳୟଠାରୁ ବିରାଟ ପଟୁଆରରେ ଆସି ଅତିରିକ୍ତ ଜିଲ୍ଲାପାଳଙ୍କ ନିକଟରେ ନିଜର ମନୋନୟନାମ ପତ୍ର ଦାଖଲ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ