Masthead

ନାମାଙ୍କନ ଦାଖଲ କଲେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ

ଭଣ୍ଡାରିପୋଖରୀ(ବଡ଼ ଖବର ବ୍ୟୁରୋ): ନାମାଙ୍କନ ଭରିଲେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର କଂଗ୍ରେସ ତରଫରୁ ବିଧାୟକ ପାର୍ଥୀଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି । ଭଦ୍ରକ କଂଗ୍ରେସ କାର୍ଯ୍ୟାଳୟଠାରୁ ବିରାଟ ପଟୁଆରରେ ଆସି ଅତିରିକ୍ତ ଜିଲ୍ଲାପାଳଙ୍କ ନିକଟରେ ନିଜର ମନୋନୟନାମ ପତ୍ର ଦାଖଲ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସରିଲା DGP ଯୋଗେଶ ବାହାଦୂର ଖୁରାନିଆଙ୍କ କାର୍ଯ୍ୟକାଳ 🔴 ଟିଏମ୍‌ସି ନେତାଙ୍କ ମୃତଦେହ ଉଦ୍ଧାର 🔴 ଲଘୁଚାପ ବର୍ଷା ଚାଷୀଙ୍କ ମୁଣ୍ଡରେ ସାଜିଛି ଚଡ଼କ 🔴 କାଣି ନଦୀରେ ଧସିଲା ବନ୍ଧ 🔴 ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର  🔴 ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, OCS ନିୟମରେ ପରିବର୍ତ୍ତନ 🔴 ପତାକା ଉତ୍ତୋଳନ ବେଳେ ଅଘଟଣ 🔴 ଗଲ୍ଫ ଓଡ଼ିଆ ଆସୋସିଏସନର ନବମ ବାର୍ଷିକ ଉତ୍ସବ ପାଳିତ 🔴 ଲାଲକିଲ୍ଲାରୁ ଯୁବପିଢିଙ୍କ ପାଇଁ ବଡ ଘୋଷଣା, ୧କୋଟି ଯୁବକଙ୍କୁ AI ତାଲିମ 🔴 ବିକଶିତ ଭାରତ ଗଠନରେ ଯୁବଶକ୍ତି ଆମର ମୁଖ୍ୟ ଯୋଦ୍ଧା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ସରିଲା DGP ଯୋଗେଶ ବାହାଦୂର ଖୁରାନିଆଙ୍କ କାର୍ଯ୍ୟକାଳ 🔴 ଟିଏମ୍‌ସି ନେତାଙ୍କ ମୃତଦେହ ଉଦ୍ଧାର 🔴 ଲଘୁଚାପ ବର୍ଷା ଚାଷୀଙ୍କ ମୁଣ୍ଡରେ ସାଜିଛି ଚଡ଼କ 🔴 କାଣି ନଦୀରେ ଧସିଲା ବନ୍ଧ 🔴 ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର  🔴 ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, OCS ନିୟମରେ ପରିବର୍ତ୍ତନ 🔴 ପତାକା ଉତ୍ତୋଳନ ବେଳେ ଅଘଟଣ 🔴 ଗଲ୍ଫ ଓଡ଼ିଆ ଆସୋସିଏସନର ନବମ ବାର୍ଷିକ ଉତ୍ସବ ପାଳିତ 🔴 ଲାଲକିଲ୍ଲାରୁ ଯୁବପିଢିଙ୍କ ପାଇଁ ବଡ ଘୋଷଣା, ୧କୋଟି ଯୁବକଙ୍କୁ AI ତାଲିମ 🔴 ବିକଶିତ ଭାରତ ଗଠନରେ ଯୁବଶକ୍ତି ଆମର ମୁଖ୍ୟ ଯୋଦ୍ଧା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ