Masthead

ଆଉ ଚାରି ବିଧାନସଭା କ୍ଷେତ୍ର ପାଇଁ କଂଗ୍ରେସର ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଂଗ୍ରେସ ପକ୍ଷରୁ ଓଡ଼ିଶାର ଆଉ ଚାରି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ମାହାଙ୍ଗା ପାଇଁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ବର ମଧ୍ୟ ପାଇଁ ପ୍ରକାଶ ଜେନା ଏବଂ ଭୁବନେଶ୍ବର ଉତ୍ତର ପାଇଁ ଅଶୋକ ଦାସଙ୍କ ନାମ ଘୋଷଣା କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ