Masthead

ବିଜେଡିରେ ମିଶିଲେ କଂଗ୍ରେସ ସରପଞ୍ଚ

ବସ୍ତା (ବଡ଼ ଖବର ବ୍ୟୁରୋ): ନିର୍ବାଚନ ପୂର୍ବରୁ ଆରମ୍ଭ ହେଲା ଦଳ ଡିଆଁ । କଂଗ୍ରେସ ଛାଡ଼ି ବିଜେଡିରେ ମିଶିଲେ ବସ୍ତାର ନେତା । ବସ୍ତାର ବରିଷ୍ଠ କଂଗ୍ରେସ ନେତା ଦେବ କୁମାର ଦେ । ବାଲିଆପାଳ ବ୍ଲକର ଶ୍ରୀରାମପୁର ଗ୍ରାମପଂଚାୟତ ସରପଂଚ ଦେବ କୁମାର ଦେ । ଶଙ୍ଖଭବନରେ ଆୟୋଜିତ ମିଶ୍ରଣ ପର୍ବରେ ମନ୍ତ୍ରୀ ପ୍ରତାପ କେଶରୀ ଦେବ ଓ ସାଂସଦ ମାନସ ରଞ୍ଜନ ମଙ୍ଗରାଜ ସେମାନଙ୍କୁ ଦଳକୁ ସ୍ବାଗତ କରିଛନ୍ତି।

ଏହି ଅବସରରେ ଦେବ କୁମାର କହିଥିଲେ, ମୁଁ ଦୀର୍ଘଦିନ ଧରି କଂଗ୍ରେସରେ ଥିଲି। ହେଲେ କଂଗ୍ରେସର କାର୍ଯ୍ୟଶୈଳୀ ଓ ନୀତିରେ ଅତିଷ୍ଠ ହୋଇପଡ଼ିଥିଲି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ ନୀତି ମୋତେ ଅନୁପ୍ରାଣିତ କରିଛି। ଆଗାମ ଦିନରେ ବାଲିଆପାଳ ବ୍ଳକରେ ବିଜେଡି ସଂଗଠନକୁ ଆଗେଇ ନେବାକୁ ଚେଷ୍ଟା କରିବି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ