Masthead

କଂଗ୍ରେସ କରିଛି ଶକ୍ତି ପ୍ରଦର୍ଶନ

ଜୟପୁର(ବଡ଼ ଖବର ବ୍ୟୁରୋ): କଂଗ୍ରେସ କରିଛି ଶକ୍ତି ପ୍ରଦର୍ଶନ । ଜୟପୁର ଏୟାର ଷ୍ଟ୍ରିପ ଠାରେ ପହଞ୍ଚିଲେ ପିସିସି ସଭାପତି ନିରଞ୍ଜନ ପଟନାୟକ, ଓଡିଶା ପ୍ରଭାରୀ ଚ୍ଚେଲ୍ଲାକୁମାର, ରୁନ୍ଦ୍ର ରାଜୁ, ନରସିଂହ ମିଶ୍ର । ବିଧାୟକ ଅଭିରାଜ ପାଣିଗ୍ରାହୀ, ବିଧାୟକ ରମେଶ ଜେନା , ସାଂସଦ ସପ୍ତଗିରି ଉଲକା  ପହଞ୍ଚିଛନ୍ତି । ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ମଧ୍ୟ ଉପସ୍ଥିତ ଅଛନ୍ତି ।

ଆଜି ଜୟପୁର ବିଧାୟକ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ଶ୍ରୀଯୁକ୍ତ ତାରା ପ୍ରସାଦ ବାହିନୀପତି ଜୟପୁର ଠାରେ ତାଙ୍କ ଶକ୍ତି ପ୍ରଦର୍ଶନ କରିଛନ୍ତି। ଏୟାର ଷ୍ଟ୍ରିପ ଠାରୁ ଏକ ବିଶାଳ ବାଇକ୍ ରାଲିରେ ନବରଙ୍ଗପୁର ଠାରେ  ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସରେ ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର