Masthead

ଇସ୍ରାଏଲକୁ ଭାରତ ସରକାରଙ୍କ ସମର୍ଥନ ବେଳେ ପାଲେଷ୍ଟାଇନ୍ ସମର୍ଥନରେ କଂଗ୍ରେସ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଇସ୍ରାଏଲ ଏବଂ ପାଲେଷ୍ଟାଇନର ଆତଙ୍କୀ ସଂଗଠନ ହମାସ ମଧ୍ୟରେ ଚାଲିଛି ଯୁଦ୍ଧ । ଏବେ ଏହାକୁ ନେଇ ଦେଶରେ ଆରମ୍ଭ ହୋଇଛି ରାଜନୀତି । ଗୋଟିଏ ପଟେ ଭାରତ ସରକାର ଇସ୍ରାଏଲ ପଛରେ ଛିଡ଼ାହୋଇଥିବାବେଳେ ଅନ୍ୟପଟେ କଂଗ୍ରେସ ପାଲେଷ୍ଟାଇନକୁ ସମର୍ଥନ ଘୋଷଣା କରିଛି । ସୋମବାର କଂଗ୍ରେସ କାର୍ୟ୍ୟକାରିଣୀ ବୈଠକରେ ଶେଷ ମୁହୂର୍ତ୍ତରେ ଏ ସଂକ୍ରାନ୍ତରେ ଏକ ସଂକଳ୍ପ ମଧ୍ୟ ପାରିତହୋଇଛିଏହାପୂର୍ବରୁ ମଧ୍ୟ କଂଗ୍ରେସ ଅନେକ ଥର ପାଲେଷ୍ଟାଇନକୁ ଖୋଲାଖୋଲି ସମର୍ଥନ କରିଛି । ପାଲେଷ୍ଟାଇନର ଜନସାଧାରଣଙ୍କ ସମର୍ଥନରେ ଏକ ସଂକଳ୍ପ ଗୃହୀତ ହୋଇଥିଲା । ଏହି ସଂକଳ୍ପରେ କଂଗ୍ରେସ ପାଲେଷ୍ଟାଇନକୁ ତା’ର ଭୂମି, ସ୍ୱ-ଶାସନ ଏବଂ ସ୍ୱାଭିମାନ ଏବଂ ବଞ୍ଚିବାର ଅଧିକାର ପାଇଁ ସମର୍ଥନ ଦୋହରାଇଛି । ତେବେ ଇସ୍ରାଏଲ ଉପରେ ହୋଇଥିବା ଆକ୍ରମଣକୁ ବି ନିନ୍ଦା କରିଛି କଂଗ୍ରେସ । ତୁରନ୍ତ ଯୁଦ୍ଧବିରତି ପାଇଁ ଦଳ ଦାବି କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ