Masthead

ନିଖୋଜ ପିହୁ ଗାଁରେ କଂଗ୍ରେସ

ବିଞ୍ଝାରପୁର (ବଡ଼ ଖବର ବ୍ୟୁରୋ): ଆଜି ରାଜ୍ୟ ମହିଳା ସଭାପତି ବନ୍ଦିତା ପରିଡାଙ୍କ ସହ ଯାଜପୁର ଜିଲ୍ଲା କଂଗ୍ରେସ ସଭାପତି ମନୋଜ ରାଉତ ପିହୁ ଘରକୁ ଯାଇଥିଲେ । ବରୀ ବିଧାନସଭା ପାର୍ଥି କଂଗ୍ରେସ ଉମେଶ ଜେନା, ବିଂଝାରପୁର ବିଧାନସଭା ପାର୍ଥି କଂଗ୍ରେସ  ମନୋରଞ୍ଜନ ଦାସ, ଯାଜପୁର ଜିଲ୍ଲା ଉପସଭାପତି ରାହାସ ବିହାରୀ ଦାସ, ଆଲୋକ ବେହେରା ଏବଂ ଅନେକ କଂଗ୍ରେସ ଦଳ କର୍ମୀ ପିହୁର ପରିବାରକୁ ସମବେଦନା ଜଣାଇଥିଲେ । ଆଗାମୀ ଦିନରେ କିପରି ପିହୁକୁ ନ୍ୟାୟ ମିଳିବ ସେଥିପାଇଁ ଏବଂ ପିହୁ କେଶ କିପରି ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବ ସେଥିପାଇଁ ଆଗକୁ ମଧ୍ୟ କଂଗ୍ରେସ ଅନେକ ଆନ୍ଦୋଳନ କରିବ ବୋଲି ରାଜ୍ୟ ମହିଳା ସଭାପତି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା