Masthead

କଂଗ୍ରେସ ଏକ ଜାତୀୟ ଦଳ, ଯିଏ କମାଣ୍ଡ କରିଦେଲେ ଦଳ ଚାଲିବ ସେମିତି କିଛି ନାହିଁ : ଅଧିରାଜ ପାଣିଗ୍ରାହୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାରାଙ୍କ ମନ୍ତବ୍ୟ ପରେ ଜବାବ ରଖିଲେ କଂଗ୍ରେସ ବିଧାୟକ ଅଧିରାଜ ପାଣିଗ୍ରାହୀ । କହିଛନ୍ତି କଂଗ୍ରେସ ଏକ ଜାତୀୟ ଦଳ। ଯିଏ କମାଣ୍ଡ କରିଦେଲେ ଯେ ଦଳ ଚାଲିବ ସେମିତି କିଛି ନାହିଁ। ସମସ୍ତଙ୍କର ଦଳରେ ଅଧିକାର ଅଛି। ଯିଏ ଚାହିଁବ ସେ ମତ ଦେଇପାରିବ। କିନ୍ତୁ ସେ ମତକୁ ଯଦି ଝଗଡ଼ା କହିବେ ତାକୁ କ’ଣ ଆମେ କହି ପାରିବୁ। ଆମ ଭିତରେ କିଛି ଝଗଡ଼ା ନାହିଁ । ପାଟି ଫୋରମରେ ଅଧିକାର ଅଛି, ସେ ଅଧିକାରରେ ସମସ୍ତେ କହିଛନ୍ତି। ଆୟକୁ ନେଇ ତର୍କ କରିବା ଠିକ୍ ନୁହେଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ