Masthead

ବିଜେପି ଓ ବିଜେଡିରୁ ୪୦୦ କର୍ମୀ କଂଗ୍ରେସରେ ମିଶିଲେ

ବାଲିଗୁଡା (ବଡ଼ ଖବର ବ୍ୟୁରୋ):ବାଲିଗୁଡା ସଭାଗୃହରେ କଂଗ୍ରେସର ଜନ ଜାଗରଣ ସଭା । ଏହି ସଭାରେ କଂଗ୍ରେସର ରାଜ୍ୟ ପ୍ରଭାରୀ ଡକ୍ଟର ଚେଲ୍ଲା କୁମାର, ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ, ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି, ସାନଖେମୁଣ୍ଡି ବିଧାୟକ ରମେଶ ଜେନା, ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ, ଜଟଣୀ ବିଧାୟକ ସୁର ରାଉତ ରାୟ,ମହିଳା ସଭାନେତ୍ରୀ ବନ୍ଦିତା ପରିଡା, ଜିଲ୍ଲା ସଭାପତି ଅନାମ ନାୟକ, ଅମିର ଚାନ୍ଦ ନାୟକ ପ୍ରମୁଖ ଯୋଗଦେଇଥିଲେ । ବାଲିଗୁଡା ପିଡବ୍ଲ୍ୟୁଡି ଛକଠାରୁ ସମସ୍ତ ଅତିଥିମାନଙ୍କୁ ଶୋଭାଯାତ୍ରାରେ ସଭାଗୃହ ପର୍ଯ୍ୟନ୍ତ ପାଛୋଟି ଅଣାଯାଇଥିଲା । ପରେ ଆୟୋଜିତ ମିଶ୍ରଣ ପର୍ବରେ ବିଜେପି ଓ ବିଜେଡିରୁ ୪୦୦ କର୍ମୀ କଂଗ୍ରେସରେ ମିଶିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି