Masthead

ନ୍ୟାୟ ଦାବିରେ କଂଗ୍ରେସ ରାସ୍ତାରେ

ଲାଠିକଟା (ବଡ଼ ଖବର ବ୍ୟୁରୋ): ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ହାଜତ ମୃତ୍ୟୁ ଘଟଣା ଏବେ ଭିନ୍ନ ମୋଡ ନେଇଛି । ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବିରେ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇଛି । କଂଗ୍ରେସ ପକ୍ଷରୁ ଦିଆଯ୍ଧବଥିବା ଆଜି ୧୨ ଘଣ୍ଟିଆ ବୀରମିତ୍ରପୁର ବନ୍ଦ ଡାକରା ସଫଳ ହୋଇଛି ବୋଲି ଦଳ ପକ୍ଷରୁ ଦାବି କରାଯାଇଛି । ଜିଲ୍ଲା କଂଗ୍ରେସ ସଭାପତି ତଥା ବୀରମିତ୍ରପୁରର ପୂର୍ବତନ ବିଧାୟକଙ୍କ ନେତୃତ୍ୱରେ ଏହି ଆନ୍ଦୋଳନ ଡାକରା ଦିଆଯାଇଥିଲା । ବନ୍ଦ ଡାକରା ଯୋଗୁ ୧୪୩ ନଂ ଜାତୀୟ ରାଜପଥରେ ଗାଡ଼ି ଚଳାଚଳ ପ୍ରଭାବିତ ହୋଇଥିଲା । ବୀରମିତ୍ରପୁର ଥାନାର ସମସ୍ତ କର୍ମଚାରୀଙ୍କ ବଦଳି, ଦୋଷୀ ପୋଲିସ ଅଧିକାରୀଙ୍କୁ ଚାକିରିରୁ ନିଲମ୍ବନ ଭଳି ରହିଛି ବିଭିନ୍ନ ଦାବି । ସେପଟେ ସୁରକ୍ଷା ଦୃଷ୍ଟିରୁ ଫୋର୍ସ ମୂତୟନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା