Masthead

ଗ୍ୟାସ ଦର ବୃଦ୍ଧିକୁ ନେଇ ବର୍ଷିଲେ କଂଗ୍ରେସ ନେତା ନରସିଂହ ମିଶ୍ର

ଭୁବନେଶ୍ୱର (ବଡ ଖବର ବ୍ୟୁରୋ): ଗୃହରେ ପେଟ୍ରୋଲ ଡିଜେଲ ରନ୍ଧନ ଗ୍ୟାସ ଦର ବୃଦ୍ଧିକୁ ନେଇ କେନ୍ଦ୍ର ଉପରେ ଜୋରଦାର ବର୍ଷିଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର। ଅଶୋଧିତ ତୈଳ ଦର କମ ଥିବାବେଳେ ତୈଳ ଦର ବୃଦ୍ଧିକୁ ନେଇ ପ୍ରଶ୍ନ। ପଡୋଶୀ ଦେଶରେ କମ ଦାମରେ ପେଟ୍ରୋଲ ଡିଜେଲ ମିଳୁଥିଲେ ମଧ୍ୟ ଭାରତରେ କାହିଁକି ମିଳୁନି ବୋଲି କଲେ ପ୍ରଶ୍ନ। ଆର ବି ଆଇ ଗଭର୍ଣର କହୁଛନ୍ତି ଟିକସ କମାଓ ବୋଲି। କେହି କଣ ଜାଣିପାରୁନାହାନ୍ତି କି। କେନ୍ଦ୍ରର ଦାଇତ୍ୱ ଅଧିକ।

କେନ୍ଦ୍ରକୁ ଟାର୍ଗେଟ କଲେ ନରସିଂହ। ଜିଏସଟି ରେ କାହିଁକି ଅନ୍ତର୍ଭୁକ୍ତ କରାଗଲାନି। ପୂର୍ବରୁ ମଧ୍ୟ ଗୃହରେ କୁହାଯାଇଛି ମଦ ଓ ପେଟ୍ରୋଲ ଡିଜେଲକୁ ଜି ଏସ ଟି ରେ ଅନ୍ତର୍ଭୁକ୍ତ କରିବା ପାଇଁ। ଏବେ କେନ୍ଦ୍ରମନ୍ତ୍ରୀ କଣ କହୁଛନ୍ତି ସେ ତ ନିଜେ ସରକାର। ଏ କାମ ନ କରି କଥା କଣ କହୁଛନ୍ତି ବୋଲି କହିଲେ ନରସିଂହ। ଖାଲି କଥା ନୁହେଁ କାମରେ କରିବା ଦରକାର। ୟୁପିଏ ସରକାର ସମୟରେ ପେଟ୍ରୋଲ ଡିଜେଲ ଦରବୃଦ୍ଧି ବେଳେ ଯିଏ ଦେଶଦ୍ରୋହୀ ବୋଲି କହୁଥିଲା ସେ କୁହନ୍ତୁ ଏବେ କିଏ ଦେଶଦ୍ରୋହୀ। କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଅପିଲ କଲେ ନରସିଂହ। ଦର କମାଇବା ପାଇଁ କଲେ ଦାବି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି