ଗ୍ୟାସ ଦର ବୃଦ୍ଧିକୁ ନେଇ ବର୍ଷିଲେ କଂଗ୍ରେସ ନେତା ନରସିଂହ ମିଶ୍ର

ଭୁବନେଶ୍ୱର (ବଡ ଖବର ବ୍ୟୁରୋ): ଗୃହରେ ପେଟ୍ରୋଲ ଡିଜେଲ ରନ୍ଧନ ଗ୍ୟାସ ଦର ବୃଦ୍ଧିକୁ ନେଇ କେନ୍ଦ୍ର ଉପରେ ଜୋରଦାର ବର୍ଷିଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର। ଅଶୋଧିତ ତୈଳ ଦର କମ ଥିବାବେଳେ ତୈଳ ଦର ବୃଦ୍ଧିକୁ ନେଇ ପ୍ରଶ୍ନ। ପଡୋଶୀ ଦେଶରେ କମ ଦାମରେ ପେଟ୍ରୋଲ ଡିଜେଲ ମିଳୁଥିଲେ ମଧ୍ୟ ଭାରତରେ କାହିଁକି ମିଳୁନି ବୋଲି କଲେ ପ୍ରଶ୍ନ। ଆର ବି ଆଇ ଗଭର୍ଣର କହୁଛନ୍ତି ଟିକସ କମାଓ ବୋଲି। କେହି କଣ ଜାଣିପାରୁନାହାନ୍ତି କି। କେନ୍ଦ୍ରର ଦାଇତ୍ୱ ଅଧିକ।

କେନ୍ଦ୍ରକୁ ଟାର୍ଗେଟ କଲେ ନରସିଂହ। ଜିଏସଟି ରେ କାହିଁକି ଅନ୍ତର୍ଭୁକ୍ତ କରାଗଲାନି। ପୂର୍ବରୁ ମଧ୍ୟ ଗୃହରେ କୁହାଯାଇଛି ମଦ ଓ ପେଟ୍ରୋଲ ଡିଜେଲକୁ ଜି ଏସ ଟି ରେ ଅନ୍ତର୍ଭୁକ୍ତ କରିବା ପାଇଁ। ଏବେ କେନ୍ଦ୍ରମନ୍ତ୍ରୀ କଣ କହୁଛନ୍ତି ସେ ତ ନିଜେ ସରକାର। ଏ କାମ ନ କରି କଥା କଣ କହୁଛନ୍ତି ବୋଲି କହିଲେ ନରସିଂହ। ଖାଲି କଥା ନୁହେଁ କାମରେ କରିବା ଦରକାର। ୟୁପିଏ ସରକାର ସମୟରେ ପେଟ୍ରୋଲ ଡିଜେଲ ଦରବୃଦ୍ଧି ବେଳେ ଯିଏ ଦେଶଦ୍ରୋହୀ ବୋଲି କହୁଥିଲା ସେ କୁହନ୍ତୁ ଏବେ କିଏ ଦେଶଦ୍ରୋହୀ। କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଅପିଲ କଲେ ନରସିଂହ। ଦର କମାଇବା ପାଇଁ କଲେ ଦାବି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’