Masthead

ହଠାତ ସବଜି ମଣ୍ଡିରେ ପହିଞ୍ଚିଲେ ରାହୁଲ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ):  ମଙ୍ଗଳବାର ସକାଳେ ହଠାତ ଆଜଦପୁର ପରିବା ମଣ୍ଡିରେ ପହଞ୍ଚି ପରିବା ବିକାଳିଙ୍କୁ ସାକ୍ଷାତ୍‌ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ । ରାହୁଲ ଯେତେବେଳେ ପରିବା ମଣ୍ଡିରେ ପହଞ୍ଚିଥିଲେ ସେତେବେଳେ ଲୋକଙ୍କ ଭିଡ ହୋଇଯାଇଥିଲା। ନ୍ୟୁଜ ଏଜେନ୍ସି ପିଟିଆଇ ଏହାର ଏକ ଭିଡିଓ ଟ୍ୱିଟ କରିଛି। ଏହାପୂର୍ବରୁ ରାହୁଲ ଗାନ୍ଧୀ ହରିୟାଣାର ସୋନିପାଟରେ ଚାଷୀଙ୍କୁ ଭେଟିଥିବାର ନଜର ଆସିଥିଲେ।

ସେ ନିଜେ ମଧ୍ୟ ନିଜ ଟ୍ୱିଟର ହ୍ୟାଣ୍ଡେଲରୁ ଫଟୋ ସେୟାର କରିଥିଲେ ଯେଉଁଥିରେ ସେ କ୍ଷେତରେ କାମ କରୁଥିବା, ଟ୍ରାକ୍ଟର ଚଳାଉଥିବା, ଚାଷୀଙ୍କ ସହ କଥାବାର୍ତ୍ତା କରୁଥିବା ଏବଂ ସେମାନଙ୍କ ସହ ଖାଦ୍ୟ ଖାଉଥିବା ଦେଖିବାକୁ ମିଳିଥିଲା। ଏହା ବ୍ୟତୀତ ଦିଲ୍ଲୀର କରୋଲ ବାଗରେ ମୋଟର ମେକାନିକ୍ସ ସହିତ ତାଙ୍କର କିଛି ଫଟୋ ଏବଂ ଭିଡିଓ ମଧ୍ୟ ପ୍ରକାଶ ପାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି