Masthead

ନିର୍ବାଚନ ପୂର୍ବରୁ କଂଗ୍ରେସ ନେତାଙ୍କ ଇସ୍ତଫା

ପିପିଲି (ବଡ଼ ଖବର ବ୍ୟୁରୋ): ପୁଣି ପିପିଲି କଂଗ୍ରେସକୁ ଲାଗିଲା ଆଉ ଏକ ଝଟକା । ପୁରୀଜିଲ୍ଲା କଂଗ୍ରେସ ସଭାପତି ଅଜିତ ମଙ୍ଗରାଜଙ୍କ ଦେହାନ୍ତକୁ ତିନି ଦିନ ନପୂରୁଣୁ ଜଣେ ଜିଲ୍ଲା ସ୍ତରୀୟ ନେତା ଛାଡିଲେ କଂଗ୍ରେସର ହାତ । ଉପନିର୍ବାଚନ ପୂର୍ବରୁ ପୁରୀଜିଲ୍ଲା କିଷାନ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ମକର ପ୍ରଧାନ । ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଉପରେ ଅସନ୍ତୋଷ ହୋଇ ଦଳର ପ୍ରାଥମିକ ସଭ୍ୟ ପଦରୁ ମଧ୍ୟ ଦେଲେ ଇସ୍ତଫା ।

ସେ ପିପିଲି ବ୍ଲକର ସ୍ଥାୟୀ ଅଧିବାସୀ ହୋଇଥିବାରୁ ଉପନିର୍ବାଚନରେ କଂଗ୍ରେସକୁ ବଡ଼ ଧରଣର କ୍ଷତି ପହଞ୍ଚାଇବ ବୋଲି ସାଧାରଣରେ ଆଲୋଚନା ହେଉଛି । ଏନେଇ ସାମ୍ବାଦିକ ସମ୍ମିଳନୀ କରି ପିସିସି ସଭାପତିଙ୍କ ଉପରେ ଘୋର ବର୍ଷି ଥିବାବେଳେ ସର୍ବ ସାଧାରଣଙ୍କୁ ଅବଗତ କରାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ