Masthead

‘ରାହୁଲଙ୍କ ବିରୋଧରେ ରାୟ ଦେଇଥିବା ବିଚାରପତିଙ୍କ ଜିଭ କାଟି ଦିଆଯିବ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ମାନହାନି ମାମଲାରେ ୨ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଥିବା ବିଚାରପତିଙ୍କୁ କଂଗ୍ରେସ ନେତାଙ୍କ ଧମକ । ତାମିଲନାଡୁର ଜଣେ କଂଗ୍ରେସ ନେତା କହିଛନ୍ତି ଯେ, ଯଦି କଂଗ୍ରେସ ସରକାର କ୍ଷମତାକୁ ଆସନ୍ତି ତେବେ ରାହୁଲ ଗାନ୍ଧିଙ୍କ ଦଣ୍ଡ ଉପରେ ରାୟ ଦେଇଥିବା ବିଚାରପତିଙ୍କ ଜିଭ କାଟି ଦିଆଯିବ।

ଯାହାକୁ ନେଇ କଂଗ୍ରେସ ନେତାଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ମାର୍ଚ୍ଚ ୨୩ରେ ଗୁଜୁରାଟ ସୁରଟସ୍ଥିତ କୋର୍ଟର ଜଷ୍ଟିସ ଏଚ୍‌ ବର୍ମା ସିଜେଏମ କୋର୍ଟ କଂଗ୍ରେସ ନେତା ରାହୁଲ ଗାନ୍ଧି ମୋଦିଙ୍କ ସରନେମ ଉପରେ ୨୦୧୯ରେ ଦେଇଥିବା ବିବୃତ୍ତି ପାଇଁ ଦୁଇ ବର୍ଷ ଦଣ୍ଡାଦେଶ ଶୁଣାଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ