Masthead

‘ରାହୁଲଙ୍କ ବିରୋଧରେ ରାୟ ଦେଇଥିବା ବିଚାରପତିଙ୍କ ଜିଭ କାଟି ଦିଆଯିବ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ମାନହାନି ମାମଲାରେ ୨ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଥିବା ବିଚାରପତିଙ୍କୁ କଂଗ୍ରେସ ନେତାଙ୍କ ଧମକ । ତାମିଲନାଡୁର ଜଣେ କଂଗ୍ରେସ ନେତା କହିଛନ୍ତି ଯେ, ଯଦି କଂଗ୍ରେସ ସରକାର କ୍ଷମତାକୁ ଆସନ୍ତି ତେବେ ରାହୁଲ ଗାନ୍ଧିଙ୍କ ଦଣ୍ଡ ଉପରେ ରାୟ ଦେଇଥିବା ବିଚାରପତିଙ୍କ ଜିଭ କାଟି ଦିଆଯିବ।

ଯାହାକୁ ନେଇ କଂଗ୍ରେସ ନେତାଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ମାର୍ଚ୍ଚ ୨୩ରେ ଗୁଜୁରାଟ ସୁରଟସ୍ଥିତ କୋର୍ଟର ଜଷ୍ଟିସ ଏଚ୍‌ ବର୍ମା ସିଜେଏମ କୋର୍ଟ କଂଗ୍ରେସ ନେତା ରାହୁଲ ଗାନ୍ଧି ମୋଦିଙ୍କ ସରନେମ ଉପରେ ୨୦୧୯ରେ ଦେଇଥିବା ବିବୃତ୍ତି ପାଇଁ ଦୁଇ ବର୍ଷ ଦଣ୍ଡାଦେଶ ଶୁଣାଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ