Masthead

କନ୍ଦଳ ଭିତରେ କଂଗ୍ରେସର କାର୍ଯ୍ୟକାରିଣୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଗତକାଲି କଂଗ୍ରେସ ଭବନରେ ହାଇଡ୍ରାମା ପରେ ଆଜି ଆରମ୍ଭ ହୋଇଛି କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ । ନିଲମ୍ବିତଙ୍କ ସମର୍ଥକଙ୍କ ହୋହଲ୍ଲାକୁ ଆଖିରେ ରଖି କଂଗ୍ରେସ ଭବନରେ ହୋଇ ନାହିଁ ବୈଠକ । ଭୁବନେଶ୍ୱରର ଏକ ହୋଟେଲ ଚାଲିଛି ବୈଠକ । ବୈଠକରେ ସମସ୍ତ ବିଧାୟକ, ସାଂସଦ ଓ ଦଳର ବରିଷ୍ଠ ନେତା ଯୋଗ ଦେଇଛନ୍ତି । ପ୍ରଥମେ ପଲିଟିକାଲ ଆଫେୟାର୍ସ ବୈଠକ ଆରମ୍ଭ ହୋଇଛି ।

ତାପରେ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ହେବ । ଶେଷରେ ବସିବ ରାଜ୍ୟ କଂଗ୍ରେସ ପଦାଧିକାରୀ ବୈଠକ । ତେବେ କଂଗ୍ରେସ ଭବନ ବାହାରେ ବୈଠକ ନହେବାକୁ ନେଇ ଭିନ୍ନ ଚର୍ଚ୍ଚା ହେଉଛି । ସେପଟେ ଆଜିର ବୈଠକରେ ନିଲମ୍ବିତ ନେତାଙ୍କ ପ୍ରସଙ୍ଗ ଉଠିପାରେ ବୋଲି ସୂଚନା ମିଳିଛି । ବୈଠକରେ କ’ଣ ଆଲୋଚନା ହେଉଛି ତା ଉପରେ ସମସ୍ତଙ୍କ ନଜର ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ