Masthead

ନିର୍ବାଚନ ରଣନୀତିକୁ ନେଇ କଂଗ୍ରେସର ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଆସନ୍ତା ଲୋକସଭା ନିର୍ବାଚନ ପାଇଁ ସବୁ ଦଳ ନିର୍ବାଚନ ରଣନୀତି ପ୍ରସ୍ତୁତ କରୁଛନ୍ତି । ଏହି କ୍ରମରେ ଆଜି କଂଗ୍ରେସ ରଣନୀତି ପ୍ରସ୍ତୁତ କରୁଛି । କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ ଏବଂ ରାହୁଲ ଗାନ୍ଧୀ ଦଳର ପ୍ରସ୍ତୁତିକୁ ଅନୁଧ୍ୟାନ କରିବା ପାଇଁ ବିଭିନ୍ନ ରାଜ୍ୟରୁ ଦଳର ନେତାଙ୍କ ସହିତ ଅଲଗା ଅଲଗା ବୈଠକ କରୁଛନ୍ତି। ଏହି ପର୍ଯ୍ୟାୟରେ ଆଜି ଉଭୟ ବରିଷ୍ଠ ନେତା ଦିଲ୍ଲୀରେ କର୍ଣ୍ଣାଟକ କଂଗ୍ରେସ ନେତାଙ୍କ ସହ ଏକ ବୈଠକ କରିବେ।

ଏହି ବୈଠକରେ କଂଗ୍ରେସର ସାଧାରଣ ସଚିବ ସଂଗଠନ କେସି ଭେଣୁଗୋପାଳ, କର୍ଣ୍ଣାଟକର ବ୍ୟାପାର ଦାୟିତ୍ୱରେ ଥିବା କଂଗ୍ରେସ ସାଧାରଣ ସମ୍ପାଦକ ରଣଦୀପ ସିଂ ସୁରଜେୱାଲା, କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା, ଉପମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ରାଜ୍ୟ ସଭାପତି ଡି.କେ ଶିବକୁମାର ଏବଂ ଅନ୍ୟାନ୍ୟ ବରିଷ୍ଠ ରାଜ୍ୟ ନେତା ଯୋଗଦେବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା