Masthead

ଗୃହ ଚଳାଇବା ଇଚ୍ଛା ନାହିଁ ତେଣୁ ଗୃହକୁ ବନ୍ଦ କରିଦେଲେ: ନରସିଂହ ମିଶ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଦିନକ ଆଗରୁ ବିଧାନସଭା ସରିବାକୁ ନେଇ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି ବିରୋଧୀ । ଏହି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ୮ ଦିନିଆ ବିଧାନସଭା ଅଧିବେଶନ ଭିତରେ ହଜାର ହଜାର ଲୋକ ରାଜ ରାସ୍ତାରେ ଥିଲେ । ବିରୋଧୀ ଦଳ ତାଙ୍କ ସମସ୍ୟା ଗୃହରେ ଉଠେଇ ସରକାରଙ୍କୁ ଦାବି ପୂରଣ ପାଇଁ ବାଧ୍ୟ କରିବ ବୋଲି ତାଙ୍କ ଆଶା ଥିଲା ହେଲେ ତାହା ହେଲା ନାହିଁ ।

ବିଜେପି ଓ ବିଜେଡି ମିଶି ଗୃହକୁ ଚଳାଇ ଦେଲେ ନାହିଁ ବୋଲି କହିଛନ୍ତି ନରସିଂହ ମିଶ୍ର । ଗୃହ ଚଳାଇବା ଇଚ୍ଛା ନାହିଁ ତେଣୁ ଗୃହକୁ ବନ୍ଦ କରିଦେଲେ । ଏବଂ ଟଙ୍କା ଖର୍ଚ୍ଚ କରିପାରୁନାହାନ୍ତି ଅତିରିକ୍ତ ବଜେଟ କାହିଁକି ଆଣୁଛନ୍ତି ବୋଲି ପ୍ରଶ୍ନ କରିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ