ଗୃହ ଚଳାଇବା ଇଚ୍ଛା ନାହିଁ ତେଣୁ ଗୃହକୁ ବନ୍ଦ କରିଦେଲେ: ନରସିଂହ ମିଶ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଦିନକ ଆଗରୁ ବିଧାନସଭା ସରିବାକୁ ନେଇ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି ବିରୋଧୀ । ଏହି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ୮ ଦିନିଆ ବିଧାନସଭା ଅଧିବେଶନ ଭିତରେ ହଜାର ହଜାର ଲୋକ ରାଜ ରାସ୍ତାରେ ଥିଲେ । ବିରୋଧୀ ଦଳ ତାଙ୍କ ସମସ୍ୟା ଗୃହରେ ଉଠେଇ ସରକାରଙ୍କୁ ଦାବି ପୂରଣ ପାଇଁ ବାଧ୍ୟ କରିବ ବୋଲି ତାଙ୍କ ଆଶା ଥିଲା ହେଲେ ତାହା ହେଲା ନାହିଁ ।

ବିଜେପି ଓ ବିଜେଡି ମିଶି ଗୃହକୁ ଚଳାଇ ଦେଲେ ନାହିଁ ବୋଲି କହିଛନ୍ତି ନରସିଂହ ମିଶ୍ର । ଗୃହ ଚଳାଇବା ଇଚ୍ଛା ନାହିଁ ତେଣୁ ଗୃହକୁ ବନ୍ଦ କରିଦେଲେ । ଏବଂ ଟଙ୍କା ଖର୍ଚ୍ଚ କରିପାରୁନାହାନ୍ତି ଅତିରିକ୍ତ ବଜେଟ କାହିଁକି ଆଣୁଛନ୍ତି ବୋଲି ପ୍ରଶ୍ନ କରିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’