Masthead

ଦୁର୍ନୀତି ବିରୋଧରେ ବାଲେଶ୍ୱର ବ୍ଲକ ସାମ୍ନାରେ କଂଗ୍ରେସର ଆନ୍ଦୋଳନ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପାରିବା ପଣିଆ ଓ ବିଭିନ୍ନ ଦୁର୍ନୀତି ବିରୋଧରେ ରାଜ୍ୟ ପ୍ରଦେଶ କଂଗ୍ରେସ ସାରା ରାଜ୍ୟ ବ୍ୟାପୀ ଆନ୍ଦୋଳନକୁ ଓହ୍ଲାଇଛି । ବାଲେଶ୍ୱରରେ ବର୍ଷା ସତ୍ତ୍ୱେ ବି ବିଭିନ୍ନ ବ୍ଲକ ସାମ୍ନାରେ ଆନ୍ଦୋଳନ କରୁଛି କଂଗ୍ରେସ ।

ଆବାସ ଯୋଜନା ଚୟନରେ ହୋଇଥିବା ଦୁର୍ନୀତି , ମିଶନ ଶକ୍ତି ନାରେ ଋଣ ଦୁର୍ନୀତି , ଭର୍ତ୍ତା ବଣ୍ଟନ ଭଳି ପ୍ରମୁଖ ୯ ଦଫା ଦାବି ନେଇ ବିଡ଼ିଓଙ୍କ ମାଧ୍ୟମରେ ମାନନୀୟ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରୁଛି କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ