Masthead

ଜାତୀୟ ସମ୍ପତିର ଘରୋଇକରଣକୁ କଂଗ୍ରେସର ବିରୋଧ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜାତୀୟ ସମ୍ପତିର ଘରୋଇକରଣକୁ କଂଗ୍ରେସର ବିରୋଧ। ଦେଶ ବ୍ୟାପି କେନ୍ଦ୍ର ସରକାର ବିଭିନ୍ନ ସରକାରୀ ଉଦ୍ୟଗକୁ ବିକ୍ରି ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହାକୁ ନେଇ ବରିଷ୍ଠ କଂଗ୍ରେସ ନେତା ପଞ୍ଚାନନ କାନୁନଗୋ ପ୍ରଶ୍ନ ଉଠାଇଛନ୍ତି। ତା ସହ ଜାତୀୟ ସମ୍ପତ୍ତିର ଘରୋଇକରଣ ନିଷ୍ପତିକୁ ନେଇ କେନ୍ଦ୍ର ସରକାର ଉପରେ ବର୍ଷିଛନ୍ତି।

ଗତ ୭୦ ବର୍ଷ ଭିତରେ କଂଗ୍ରେସ ସରକାର ଦେଶରେ ବିକାଶ ପାଇଁ ବିଭିନ୍ନ ପଦକ୍ଷେପ ନେଇଛନ୍ତି। ଯାହାକୁ ବିକ୍ରି କରି ରାଜନୈତିକ ପାଣ୍ଠି ଯୋଗଡରେ ମୋଦି ବୋଲି ପଞ୍ଚାନନ ଅଭିଯୋଗ କରିଛନ୍ତି। ଏ ଦିଗରେ କେନ୍ଦ୍ର ସରକାର ଶ୍ୱେତପତ୍ର ଜାରି କରନ୍ତୁ। ତା ସହ ଘରୋଇକରଣ ନିଷ୍ପତିରୁ ଓହରନ୍ତୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର