Masthead

ଦଣ୍ଡାଦେଶ ବିରୋଧରେ ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ରାହୁଲ ଗାନ୍ଧିଙ୍କୁ ଦଣ୍ଡାଦେଶ ବିରୋଧରେ ଆଜି ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ । ୨୦୧୯ ସାଧାରଣ ନିର୍ବାଚନରେ ଦେଇଥିବା ଆପତ୍ତିଜନକ ମନ୍ତବ୍ୟକୁ ନେଇ ରାହୁଲଙ୍କ ଉପରେ ମାନହାନୀ ମକଦ୍ଦମା ହୋଇଥିଲା । ଅଭିଯୋଗରେ ରାହୁଲ ଗାନ୍ଧି ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ୨ ବର୍ଷ ଜେଲ ଦଣ୍ଡାଦେଶ ମଧ୍ୟ ହୋଇଛି । ଏହାପରେ ସଙ୍ଗେ ସଙ୍ଗେ ରାହୁଲଙ୍କୁ ଜେଲ ମଧ୍ୟ ହୋଇଛି । କୋର୍ଟଙ୍କ ଏହି ନିଷ୍ପତ୍ତି ପରେ କଂଗ୍ରେସ ସମେତ ଅନ୍ୟ ବିରୋଧୀ ଦଳ ମୋଦି ସରକାରଙ୍କ ଉପରେ ଆକ୍ରମଣ କରୁଛନ୍ତି।

ରାହୁଲଙ୍କ ଦଣ୍ଡାଦେଶ ବିରୋଧରେ ରାଜରାସ୍ତାକୁ କଂଗ୍ରେସ ଓହ୍ଲାଇବ ବୋଲି ଜଣାପଡିଛି। କଂଗ୍ରେସର ସାଧାରଣ ସମ୍ପାଦକ ଜୟରାମ ରମେଶ କହିଛନ୍ତି, ଆମେ ଶୁକ୍ରବାର ସକାଳ ୧୧.୩୦ ରୁ ୧୨ଟା ମଧ୍ୟରେ ବିଜୟ ଚୌକ ଯିବୁ। ଆମେ ରାଷ୍ଟ୍ରପତିଙ୍କୁ ମଧ୍ୟ ଭେଟିବୁ। ସକାଳ ୧୦ଟାରେ ବିରୋଧୀ ଦଳର ଏକ ବୈଠକ ହେବ। ସୋମବାର ଦିଲ୍ଲୀରେ ଏବଂ ବିଭିନ୍ନ ରାଜ୍ୟରେ ଦିଲ୍ଲୀରେ ପ୍ରଦର୍ଶନ ପ୍ରଦର୍ଶନ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା