Masthead

ଦଣ୍ଡାଦେଶ ବିରୋଧରେ ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ରାହୁଲ ଗାନ୍ଧିଙ୍କୁ ଦଣ୍ଡାଦେଶ ବିରୋଧରେ ଆଜି ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ । ୨୦୧୯ ସାଧାରଣ ନିର୍ବାଚନରେ ଦେଇଥିବା ଆପତ୍ତିଜନକ ମନ୍ତବ୍ୟକୁ ନେଇ ରାହୁଲଙ୍କ ଉପରେ ମାନହାନୀ ମକଦ୍ଦମା ହୋଇଥିଲା । ଅଭିଯୋଗରେ ରାହୁଲ ଗାନ୍ଧି ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ୨ ବର୍ଷ ଜେଲ ଦଣ୍ଡାଦେଶ ମଧ୍ୟ ହୋଇଛି । ଏହାପରେ ସଙ୍ଗେ ସଙ୍ଗେ ରାହୁଲଙ୍କୁ ଜେଲ ମଧ୍ୟ ହୋଇଛି । କୋର୍ଟଙ୍କ ଏହି ନିଷ୍ପତ୍ତି ପରେ କଂଗ୍ରେସ ସମେତ ଅନ୍ୟ ବିରୋଧୀ ଦଳ ମୋଦି ସରକାରଙ୍କ ଉପରେ ଆକ୍ରମଣ କରୁଛନ୍ତି।

ରାହୁଲଙ୍କ ଦଣ୍ଡାଦେଶ ବିରୋଧରେ ରାଜରାସ୍ତାକୁ କଂଗ୍ରେସ ଓହ୍ଲାଇବ ବୋଲି ଜଣାପଡିଛି। କଂଗ୍ରେସର ସାଧାରଣ ସମ୍ପାଦକ ଜୟରାମ ରମେଶ କହିଛନ୍ତି, ଆମେ ଶୁକ୍ରବାର ସକାଳ ୧୧.୩୦ ରୁ ୧୨ଟା ମଧ୍ୟରେ ବିଜୟ ଚୌକ ଯିବୁ। ଆମେ ରାଷ୍ଟ୍ରପତିଙ୍କୁ ମଧ୍ୟ ଭେଟିବୁ। ସକାଳ ୧୦ଟାରେ ବିରୋଧୀ ଦଳର ଏକ ବୈଠକ ହେବ। ସୋମବାର ଦିଲ୍ଲୀରେ ଏବଂ ବିଭିନ୍ନ ରାଜ୍ୟରେ ଦିଲ୍ଲୀରେ ପ୍ରଦର୍ଶନ ପ୍ରଦର୍ଶନ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ