Masthead

ମେ’ ୧୭ରେ ଓଡ଼ିଶା ଆସିବେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ ରାଜନୀତିରେ କମ୍ପୁଛି ପ୍ରଚାର ମଇଦାନ । ବିଭିନ୍ନ ଦଳର ବଡ଼ ବଡ଼ ନେତା ଓଡ଼ିଶାର ଅନେକ ସ୍ଥାନରେ ଦଳ ପାଇଁ ପ୍ରଚାର କରିବାରେ ମାତିଛନ୍ତି । ଆସନ୍ତା ୧୭ ତାରିଖରେ ଓଡ଼ିଶା ଆସୁଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ । କନ୍ଧମାଳରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର । ଖଡଗେଙ୍କ ଗସ୍ତ ପାଇଁ ଉତ୍ସାହିତ ହୋଇପଡ଼ିଛି କଂଗ୍ରେସ ଶିବିର। କର୍ମୀଙ୍କ ସହ ବରିଷ୍ଠ ନେତୃବୃନ୍ଦ ଘନଘନ ଆଲୋଚନା କରୁଛନ୍ତି।

କନ୍ଧମାଳରେ ଖଡଗେ ବିଜେଡି ଓ ବିଜେପିକୁ କିଭଳି ଟାର୍ଗେଟ କରିବେ ତାକୁ ନେଇ ସମସ୍ତେ ଉତ୍ସାହିତ ଅଛନ୍ତି । ଖଡଗେଙ୍କ ପୂର୍ବରୁ କଂଗ୍ରେସ ନେତା ରାହୁଲ ଗାନ୍ଧି ଓଡ଼ିଶା ଗସ୍ତରେ ଆସି ସାଲେପୁରଠାରେ ଜନସମାବେଶରେ ଯୋଗଦେଇଥିଲେ । ଗତ ୩ ତାରିଖରେ ରାୟଗଡ଼ାକୁ ରାହୁଲଙ୍କ ଆସିବାର ଥିଲା । ହେଲେ ସେଦିନ ରାହୁଲ ନାମାଙ୍କନ କରିବାରୁ ଆସିପାରିନଥିଲେ । ଭିଡିଓ ଯୋଗେ ପ୍ରଚାର କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ