ବିଗିଡିଲା ସୋନିଆଙ୍କ ସ୍ୱାସ୍ଥ୍ୟାବସ୍ଥା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ଅସୁସ୍ଥ ହେଲେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି । ତାଙ୍କୁ ଥଣ୍ଡା,ଜ୍ୱର ହେବାରୁ ଗୁରୁବାର ସାର୍‌ ଗଙ୍ଗା ରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ଥିବା ହସ୍ପିଟାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ହୃଦରୋଗ ଚିକିତ୍ସା ବିଭାଗର ପରାମର୍ଶଦାତା ଡ.ଅରୁପ ବସୁଙ୍କ ନେତୃତ୍ୱରେ ଏକ ଟିମ ତାଙ୍କର ଚିକିତ୍ସା କରୁଛି।

ପୂର୍ବରୁ ମଧ୍ୟ ଶାରୀରିକ ଅସୁସ୍ଥତା ପାଇଁ ତାଙ୍କୁ ନୂଆଦିଲ୍ଲୀସ୍ଥିତ ଗଙ୍ଗାରାମ ହସ୍‌ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ସୋନିଆ ଗାନ୍ଧିଙ୍କ ପେଟରେ ଯନ୍ତ୍ରଣା ହେବାରୁ ତାଙ୍କୁ ହସ୍‌ପିଟାଲ ନିଆଯାଇଥିଲା।ନିକଟରେ କଂଗ୍ରେସର ୮୫ତମ ରାଷ୍ଟ୍ରୀୟ ଅଧିବେଶନରେ ସୋନିଆ ଗାନ୍ଧି ସାମିଲ ହୋଇଥିଲେ। ୨୦୧୬ରେ ଉତ୍ତରପ୍ରଦେଶରେ କଂଗ୍ରେସର ଏକ ରୋଡ ସୋ’ରେ ସୋନିଆଙ୍କ ସ୍ୱାସ୍ଥ୍ୟବସ୍ଥା ହଠାତ ବିଗିଡ଼ି ଯାଇଥିଲା। ଯେଉଁଥିପାଇଁ ରୋଡ ସୋ’କୁ ଅଧାରୁ ଅଟକାଇବାକୁ ପଡ଼ିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ