Masthead

ଚେଲା କୁମାରଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନୟାଗଡ଼ରୁ ଫେରିବା ପରେ ଅପରାହ୍ନରେ କଂଗ୍ରେସ ଭବନ କାର୍ଯ୍ୟାଳୟରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଅଧ୍ୟକ୍ଷାରେ ଜିଲ୍ଲା ସଭାପତି ଓ ଜିଲ୍ଲା ପର୍ଯ୍ୟବେକ୍ଷକ ମାନଙ୍କର ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ଡ. ଚେଲା କୁମାର ଯୋଗଦେଇ କଂଗ୍ରେସ ସଂଗଠନକୁ କିପରି ତୃଣମୂଳ ସ୍ତରରୁ ସୁଦୃଢ଼ କରାଯାଇ ପାରିବ ଉପାଦେୟ ପରାମର୍ଶ ଦେଇଥିଲେ । ଗାଁ ଗାଁ ବୁଲି ସାଧାରଣ ଲୋକଙ୍କୁ ପାଖକୁ ଯାଇ କଂଗ୍ରେସ କରିଥିବା ଉନ୍ନତୀମୂଳକ କାର୍ଯ୍ୟ ସମ୍ପର୍କରେ କହିବା ସହ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ବିଫଳତାକୁ ନେଇ ସଚେତନ କରିବାକୁ ପରାମର୍ଶ ଦେଇଥିଲେ ।

ଆଜରି ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଏଆଇସିସି ସଂପାଦକ ରୁଦ୍ର ରାଜୁ, କଂଗ୍ରେସ ବିଧାୟକ ଦଳ ନେତା ଶ୍ରୀ ନରସିଂହ ମିଶ୍ର, ତାରାପ୍ରସାଦ ବାହିନୀପତି, ସାଂସଦ ସପ୍ତଗିରୀ ଉଲ୍ଲାକା, ଶୁଭେନ୍ଦୁ ମହାନ୍ତି, ବିଧାୟକ ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ, ମାନସ ଚୌଧୁରୀ, ବିଶ୍ୱଜିତ ଦାସ, ସଂଜିବ ଗିରୀ, ନିହାର ରଞ୍ଜନ ମହାନନ୍ଦ, ସୁବ୍ରତ ଦାସ, ଦିଲ୍ଲୀପ କୁମାର ବେହେରା, ନବ କୁମାର ମିଶ୍ର, ଗିରିବାଳା ବେହେରା, ଉମାଶଙ୍କର ସାହୁ, ଶରତ ପଟ୍ଟନାୟକ, ରମେଶ ଚନ୍ଦ୍ର ଜେନା, ଦାଶରଥି ଗମାଙ୍ଗୋ, ନଟବର ବାରିକ, ମନୋଜ ରାଉତ, ଭରତଭୂଷଣ ବେମାଳ, ଅନାମ କୁମାର ନାୟକ, ଅଂଶୁମାନ ମହାନ୍ତି, ବିଳ୍ପବ ମିଶ୍ର, ହେମନ୍ତ ଦାସ, ରଞ୍ଜିତ ଦାଶ, ଜର୍ଜ ତୀର୍କୀ, ଅଜିତ ମଙ୍ଗରାଜ, ପ୍ରକାଶ ଦେବତା, ସତ୍ୟଭୂଷଣ ସାହୁ, ସଂଗ୍ରାମ ଜେନା, ଡ. ଦେବାଶିଷ ପଟ୍ଟନାୟକ, ଭୁଜବଳ ମାଝୀ, ଜ୍ଞାନଦେବ ବେଉରା, ପ୍ରଫୁଲ ମାଝୀ, ସୁରେଶ ମହାପାତ୍ର, ସୁଦର୍ଶନ ଦାସ, ପିତବାସ ପଣ୍ଡା, ବିଜୟଲକ୍ଷ୍ମୀ ସାହୁ, ଜଜେ୍ଞଶ୍ୱର ବାବୁ, ସୁରେନ୍ଦ୍ର ନାଥ କର ଙ୍କ ସହ ଜିଲ୍ଲା ସଭାପତି, ଜିଲ୍ଲା ପର୍ଯ୍ୟବେକ୍ଷକମାନେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା