Masthead

୯ ଦଫା ଦାବି ନେଇ ରାଜ୍ୟର ୩୧୪ ବ୍ଳକ ଘେରାଉ କଲା କଂଗ୍ରେସ

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ୯ ଦଫା ଦାବି ନେଇ ରାଜ୍ୟର ୩୧୪ ବ୍ଳକ ଘେରାଉ କଲା କଂଗ୍ରେସ । । ଦଳ ଅଭିଯୋଗ କରିଛି ଯେ, ୨୪ ବର୍ଷ ହେଲା ବିଜେଡି ସରକାର ଓଡ଼ିଶାବାସୀଙ୍କ ପାଇଁ କିଛି ଆଖି ଦୃଶିଆ କାମ କରି ନାହିଁ। ରାଜ୍ୟରେ ବିଦ୍ୟୁତ ଦର ବୃଦ୍ଧି, ବେକାରୀ ସମସ୍ୟାକୁ ନେଇ ୩୧୪ ବ୍ଲକ ଆଗରେ ପ୍ରତିବାଦ କରିଛି କଂଗ୍ରେସ । ପିସି କାରବାର, ପାୱାର କଟ୍, ବିଦ୍ୟୁତ ଦର ବୃଦ୍ଧି, ବେକାର ଯୁବକଙ୍କୁ ଚାକିରୀ,ଧାନ କିଣାରେ କଟନି ଛଟନି ବନ୍ଦ, ଚାଷୀଙ୍କୁ ଉପଯୁକ୍ତ ଦର, ପ୍ରଧାନମନ୍ତ୍ରୀ ଆବାସରେ ଯୋଗ୍ୟହିତାଧିକାରୀଙ୍କୁ ଘର ଏବଂ ଦର ଦାମ ବୃଦ୍ଧି ନିୟନ୍ତ୍ରଣ କରିବାକୁ ଦଳ ଦାବି କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ