Masthead

ପୋଲିସ-କଂଗ୍ରେସ ଧସ୍ତାଧସ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାହୁଲଙ୍କ ପାଇଁ ଗର୍ଜିଲା ଓଡ଼ିଶା କଂଗ୍ରେସ । ଭୁବନେଶ୍ୱରରେ କଂଗ୍ରେସ ନେତା ଓ କର୍ମୀଙ୍କ ବିକ୍ଷୋଭ । ପୋଲିସ-କଂଗ୍ରେସ ଧସ୍ତାଧସ୍ତି । ପିସିସି ସଭାପତି ଓ ବିଧାୟକ ସୁର ରାଉତରାୟଙ୍କୁ ଉଠାଇ ନେଲା ପୋଲିସ । ବିଧାନସଭା ଘେରାଉ କରିବାକୁ ଯିବା ବେଳେ ପୋଲିସ ଶହ ଏଜି ଛକରେ ଧସ୍ତାଧସ୍ତି ।

ରାହୁଲ ଗାନ୍ଧିଙ୍କ ସଦସ୍ୟତା ରଦ୍ଦକୁ ବିରୋଧ କରି କଂଗ୍ରେସର ଅନୁସୂଚିତ ଜାତି, ଜନଜାତି, ଓବିସି ଓ ପଛୁଆ ବର୍ଗ ଭଳି ଛାମୁଆ ସଙ୍ଗଠନ ପକ୍ଷରୁ ବିକ୍ଷୋଭ କରାଯାଇଥିଲା । ମୋଦି ସରନେମକୁ ନେଇ ରାହୁଲ ଗାନ୍ଧି ଦେଇଥିବା ବୟାନକୁ ନେଇ ତାଙ୍କୁ ସୁରତ କୋର୍ଟ ୨ବର୍ଷ ଦଣ୍ଡାଦେଶ ଦେଇଥିଲେ । ଦଣ୍ଡାଦେଶ ପରେ ରାହୁଲଙ୍କ ସାଂସଦ ପଦକୁ ରଦ୍ଦ ହୋଇଛି । ଯାହାକୁ ଅଗଣତାନ୍ତ୍ରିକ କହି ବିରୋଧ କରୁଛି କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା