Masthead

ମନ୍ତ୍ରୀଙ୍କ ଘର ଗେଟ୍ ଆଗରେ ପରିବା ପଲିଥିନ ଟାଙ୍ଗି କଂଗ୍ରେସର ପ୍ରତିବାଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆକାଶ ଛୁଆଁ ହୋଇଛି ପରିବା ଦର । ଖାଉଟିଙ୍କ ହାଣ୍ଡିଶାଳରେ ହୋଇଛି ମାଡ଼ । ମନ୍ତ୍ରୀଙ୍କ ଘର ଆଗରେ ପ୍ରତିବାଦ କରିଛି ଛାତ୍ର କଂଗ୍ରେସ । ଦରଦାମ ବୃଦ୍ଧିକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛି କଂଗ୍ରେସ । କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଘର ଗେଟ୍ ଆଗରେ ପରିବା ପଲିଥିନ ଟାଙ୍ଗି ପ୍ରତିବାଦ କରିଛି ।

ମନ୍ତ୍ରୀଙ୍କ ଘର ଆଗରେ ପରିବା ବିକ୍ରି କରିଛି କଂଗ୍ରେସ । ଟମାଟୋ କିଲୋ ୫୦, ବାଇଗଣ ୩୦, ପୋଟଳ ୫୦, ଅଦା ୭୦, ବିନ୍ସ ୫୦, ଲଙ୍କା ୫୦ , ସାରୁ କିଲୋ ପିଛା ୩୦ ଟଙ୍କାରେ ବିକ୍ରି କରିଛି କଂଗ୍ରେସ। ପରିବା ବିକ୍ରି ଏହି ପରିବା କିଣିବା ପାଇଁ ଗ୍ରାହକଙ୍କ ଭିତରେ ଗହଳି ବି ଦେଖିବାକୁ ମିଳିଛି। ସେପଟେ ଛାତ୍ର କଂଗ୍ରେସ ସଭାପତି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଦରଦାମ ପ୍ରସଙ୍ଗରେ କଡ଼ା ସାମଲୋଚନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’