Masthead

ରାଜଭବନ ଆଗରେ ଗର୍ଜିଲା ଛାତ୍ର କଂଗ୍ରେସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦରଦାମ ବୃଦ୍ଧି ପ୍ରତିବାଦରେ ଛାତ୍ର କଂଗ୍ରେସର ଗଣଧାରଣା । ରାଜଭବନ ସମ୍ମୁଖରେ ଧାରଣା ଦେଇଛି କଂଗ୍ରେସ । ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ତଥା ପେଟ୍ରୋଲିୟମ ସାମଗ୍ରୀ ଓ ସମସ୍ତ ଖାଉଟି ଜିନିଷର ଅହେତୁକ ମୂଲ୍ୟ ବୃଦ୍ଧି ହେବାରେ ଲାଗିଛି । ନରେନ୍ଦ୍ର ମୋଦି ଅଛେଦିନର ନାରା ଦେଉଥିବା ବେଳେ ଅହେତୁକ ମୂଲ୍ୟ ବୃଦ୍ଧି ଦ୍ୱାରା ଦେଶବାସୀ ଅସ୍ତବ୍ୟସ୍ତ ହୋଇପଡିଥିବା କଂଗ୍ରେସ କହିଛି । ଏହାରି ପ୍ରତିବାଦରେ ଗଣଧାରଣା ଦେବା ସହ ରାଜ୍ୟପାଳଙ୍କୁ ସ୍ମାରକୀ ପତ୍ର ପ୍ରଦାନ କରିଛି ଛାତ୍ର କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା