ରାଜଭବନ ଆଗରେ ଗର୍ଜିଲା ଛାତ୍ର କଂଗ୍ରେସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦରଦାମ ବୃଦ୍ଧି ପ୍ରତିବାଦରେ ଛାତ୍ର କଂଗ୍ରେସର ଗଣଧାରଣା । ରାଜଭବନ ସମ୍ମୁଖରେ ଧାରଣା ଦେଇଛି କଂଗ୍ରେସ । ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ତଥା ପେଟ୍ରୋଲିୟମ ସାମଗ୍ରୀ ଓ ସମସ୍ତ ଖାଉଟି ଜିନିଷର ଅହେତୁକ ମୂଲ୍ୟ ବୃଦ୍ଧି ହେବାରେ ଲାଗିଛି । ନରେନ୍ଦ୍ର ମୋଦି ଅଛେଦିନର ନାରା ଦେଉଥିବା ବେଳେ ଅହେତୁକ ମୂଲ୍ୟ ବୃଦ୍ଧି ଦ୍ୱାରା ଦେଶବାସୀ ଅସ୍ତବ୍ୟସ୍ତ ହୋଇପଡିଥିବା କଂଗ୍ରେସ କହିଛି । ଏହାରି ପ୍ରତିବାଦରେ ଗଣଧାରଣା ଦେବା ସହ ରାଜ୍ୟପାଳଙ୍କୁ ସ୍ମାରକୀ ପତ୍ର ପ୍ରଦାନ କରିଛି ଛାତ୍ର କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ