Masthead

କଂଗ୍ରେସର ସଂକଳ୍ପ ଯାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  କଂଗ୍ରେସ କରୁଛି ସଂକଳ୍ପ ଯାତ୍ରା।  ନୂଆ ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ବରେ ଭୁବନେଶ୍ବରରୁ ପୁରୀ ପର୍ଯ୍ୟନ୍ତ ହେବ ପଦଯାତ୍ରା । ଏଥିପାଇଁ ସରିଛି ସମସ୍ତ ପ୍ରସ୍ତୁତି । ସଜେଇ ହୋଇଛି ଶ୍ରୀଜଗନ୍ନାଥ ରଥ । ସଭାପତି ଭକ୍ତ ଦାସଙ୍କ ନେତୃତ୍ବରେ ଆରମ୍ଭ ହୋଇଛି ପଦଯାତ୍ରା।  ରାଜ୍ୟର ବିଭିନ୍ନ ନିର୍ବାଚନମଣ୍ଡଳୀରୁ କଂଗ୍ରେସ କର୍ମୀ ଆସି ରାଜଧାନୀରେ ପହଞ୍ଚିଛନ୍ତି । ବରିଷ୍ଠ କଂଗ୍ରେସ ନେତା ବି ପଦଯାତ୍ରାରେ ସାମିଲ ହେବା ପାଇଁ ପହଞ୍ଚିଛନ୍ତି ।

ପୁରୀ ଅଭିମୁଖେ ୩ ଦିନିଆ ପଦଯାତ୍ରା କରାଯିବ। ଆଜି ଭୁବନେଶ୍ବରରୁ ପିପିଲି, ବୁଧବାର ପିପିଲିରୁ ଚନ୍ଦନପୁର, ଗୁରୁବାର ଚନ୍ଦନପୁରରୁ ଶ୍ରୀମନ୍ଦିର ଯାଇ ଜଗା ଦର୍ଶନ କରିବା ପରେ କଂଗ୍ରେସ ପାଇଁ ସଙ୍କଳ୍ପ କରିବେ । ଏଥିପାଇଁ ସବୁ ପ୍ରସ୍ତୁତି ଶେଷ ହୋଈଛି। ପିପିଲି ଓ ଚନ୍ଦନପୁର କଲ୍ୟାଣ ମଣ୍ଡପରେ ନୂଆ ସଭାପତିଙ୍କ ରାତ୍ରି ରହଣି ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି । ଜଗା ଦର୍ଶନ ପରେ ହିଁ ସେ ରାଜ୍ୟରେ ରାଜନୈତିକ କାର୍ଯ୍ୟକ୍ରମ କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ