ଦରବୃଦ୍ଧି ପ୍ରତିବାଦରେ ସାଇକେଲ୍ ରାଲି କରିବ କଂଗ୍ରେସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତୈଳ ଦର ବୃଦ୍ଧିକୁ ପ୍ରତିବାଦ କରି ବୁଧବାର କଂଗ୍ରେସ ପକ୍ଷରୁ ବଡ଼ ଧରଣର ସାଇକେଲ ରାଲି କରାଯିବ । ଏଥିସହ ୧୫ ତାରିଖରେ ଡିଜେଲ, ପେଟ୍ରୋଲ ନ କିଣିବାକୁ ଲୋକଙ୍କୁ ଅପିଲ କରିଛନ୍ତି ପିସିସି ସଭାପତି ।

ଗୁରୁବାର ବାମଦଳ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାକୁ କଂଗ୍ରେସ ସମର୍ଥନ କରିବ ବୋଲି ଘୋଷଣା କରିଛି । ଜୁଲାଇ ୧୭ରେ ପେଟ୍ରୋଲ ପମ୍ପ ସମ୍ମୁଖରେ ଦସ୍ତଖତ ସଂଗ୍ରହ କରି କେନ୍ଦ୍ର ସରକାରଙ୍କୁ ପାଖରେ ଦାଖଲ କରାଯିବ ବୋଲି ନିରଞ୍ଜନ ପଟ୍ଟନାୟକ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’