ଇଡି ଅଫିସ ଘେରିବ କଂଗ୍ରେସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଅଖିଳ ଭାରତ କଂଗ୍ରେସ କମିଟି ଆହ୍ୱାନକ୍ରମେ ଦେଶବ୍ୟାପୀ ପ୍ରବର୍ତ୍ତନ ନିର୍ଦେଶାଳୟ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବ। ରାଜ୍ୟରେ ଆନ୍ଦୋଳନର ନେତୃତ୍ୱ ନେବେ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ରବିବାର ଦିନ କଂଗ୍ରେସ ଭବନରେ ମୋକିମଙ୍କ ଅଧ୍ୟକ୍ଷତାରେ ବୈଠକ ମଧ୍ୟ ବସିଥିଲା। ଭୁବନେଶ୍ୱର ଇଡି କାର୍ଯ୍ୟାଳୟ ଘେରିବା ପାଇଁ ପ୍ରଦେଶ କଂଗ୍ରେସ ପକ୍ଷରୁ ପ୍ରସ୍ତୁତି ସରିଛି ।

ବିଭିନ୍ନ ସ୍ଥାନରୁ ଆସିବେ ପ୍ରାୟ ୩୦ ହଜାର ଦଳୀୟ କର୍ମୀ । କେନ୍ଦ୍ରର ବିଜେପି ସରକାର ଇଡି ଓ ସିବିଆଇ ପରି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାକୁ ରାଜନୈତିକ ଉଦ୍ଦେଶ୍ୟରେ ବ୍ୟବହାର କରୁଥିବା ଅଭିଯୋଗ କରି ବିକ୍ଷୋଭ କରିବ କଂଗ୍ରେସ । ଭୁବନେଶ୍ୱର ଇଡି କାର୍ୟ୍ୟାଳୟ ଘେରିବା ପାଇଁ ପ୍ରଦେଶ କଂଗ୍ରେସ ପକ୍ଷରୁ ପ୍ରସ୍ତୁତି ସରିଛି । କେନ୍ଦ୍ରର ବିଜେପି ସରକାର ଇଡି ଓ ସିବିଆଇ ପରି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାକୁ ରାଜନୈତିକ ଉଦ୍ଦେଶ୍ୟରେ ବ୍ୟବହାର କରୁଥିବା ଅଭିଯୋଗ କରି ଆଜି ବିକ୍ଷୋଭ କରିବ କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’