Masthead

ଦୁର୍ନୀତି, ବେକାରୀ ସମସ୍ୟାକୁ ନେଇ ଗର୍ଜିବ କଂଗ୍ରେସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୬ ସକାଳ ୧୧ ଟାରେ ଲୋକସେବା ଭବନ ଘେରାଉ କରିବ କଂଗ୍ରେସ । । ଖଣି ଦୁର୍ନୀତି, ଦରଦାମ ବୃଦ୍ଧି, ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ଓ ଶିକ୍ଷା, ନାରୀ ନିର୍ଯାତନା, ନିଯୁକ୍ତି ଅଭାବ ପ୍ରତିବାଦରେ କଂଗ୍ରେସ ଏହି ଘେରାଉ କରିବ। ଏଥିରେ ସାଧାରଣ ଲୋକଙ୍କୁ ସାମିଲ ହେବାକୁ ଆହ୍ୱାନ କରିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ । କଂଗ୍ରେସର ଏହି ଘେରାଉରେ ବହୁ ବରିଷ୍ଠ ନେତାଙ୍କ ସମେତ ପ୍ରଭାରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

ଶରତ କହିଛନ୍ତି ଅଣ ଓଡ଼ିଆଙ୍କୁ ଆଣି ରାଜ୍ୟସଭାକୁ ପଠେଇଲେ। ସବୁ ବ୍ଲକରୁ ହଜାର ହଜାର କର୍ମୀ ଆସିବେ । କାଳିଆ ଯୋଜନାରେ ଅତିରିକ୍ତ ୨ହଜାର ଟଙ୍କା ଦେବେ ବୋଲି ଘୋଷଣା କରିଛନ୍ତି। ଏହା ନିର୍ବାଚନୀ ଚାଲ। ନିର୍ବାଚନ ସରିଲେ ଏହା ବନ୍ଦ ହୋଇଯିବ। ୨୦୨୪ ରେ ନିର୍ବାଚନ ସରୁ।

ସରକାର ରେ ଥିଲେ ତ ଦେବେ। ସେ ଆହୁରି ମଧ୍ୟ କହିଛନ୍ତି ଚାଷୀ ଋଣରେ ବୁଡ଼ିଛି । ଏମଏସପି ବୃଦ୍ଧି ଦିଗରେ ପଦକ୍ଷେପ ନେଉ ନାହାନ୍ତି। କେବଳ ନିର୍ବାଚନକୁ ଆଖି ଆଗରେ ରଖି ଏହି ଯୋଜନା ସବୁ ହେଉଛି । ୨୦୨୪ରେ କଂଗ୍ରେସ ନିଶ୍ଚିତ ସରକାର କରିବ। ବିଜେପି ଓ ବିଜେଡିରେ ବିକଳ୍ପ କେବଳ କଂଗ୍ରେସ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ