Masthead

ଆଜିଠୁ କଂଗ୍ରେସର ଘରେ ଘରେ ହାତ କାର୍ଯ୍ୟକ୍ରମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ କଂଗ୍ରେସର ଘରେ ଘରେ ହାତ କାର୍ଯ୍ୟକ୍ରମ । ୬୦୯୨ ପଂଚାୟତ ୧୧୨ ଏନଏସି ଓ ମୁ୍ୟନିସିପାଲଟିରେ କାର୍ଯ୍ୟକ୍ରମ । ପଦଯାତ୍ରା ଓ ସାଧାରଣ ସଭା କରି ଲିଫଲେଟ ବାଂଟିବ କଂଗ୍ରେସ । ରାଜ୍ୟରେ ଚାଲିଥିବା ୨୪ ବର୍ଷର ବିଜେଡି ଏବଂ କେନ୍ଦ୍ରର ବିଜେପି ସରକାର କିପରି ବିକାଶରେ ବାଧକ ସାଜିଛନ୍ତି ତାହା ଲୋକଙ୍କ ପାଖରେ ପହଞ୍ଚାଇବ ।

ଶାସକ ଦଳ ବହୁ ପ୍ରତିଶ୍ରୁତି ଦେଇ ପାଳନ କରିନଥିବା କଥା ଗାଁ, ଗାଁରେ ପହଞ୍ଚାଇବ କଂଗ୍ରେସ । ଏନେଇ ପିସିସି ସଭାପତି ଶରତ ପଟ୍ଟନାୟକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ଅକ୍ଟୋବର ୧୫ ଯାଏଁ ଚାଲିବ ଏହି କାର୍ଯ୍ୟକ୍ରମ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା