Masthead

ଆଜିଠୁ କଂଗ୍ରେସର ଘରେ ଘରେ ହାତ କାର୍ଯ୍ୟକ୍ରମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ କଂଗ୍ରେସର ଘରେ ଘରେ ହାତ କାର୍ଯ୍ୟକ୍ରମ । ୬୦୯୨ ପଂଚାୟତ ୧୧୨ ଏନଏସି ଓ ମୁ୍ୟନିସିପାଲଟିରେ କାର୍ଯ୍ୟକ୍ରମ । ପଦଯାତ୍ରା ଓ ସାଧାରଣ ସଭା କରି ଲିଫଲେଟ ବାଂଟିବ କଂଗ୍ରେସ । ରାଜ୍ୟରେ ଚାଲିଥିବା ୨୪ ବର୍ଷର ବିଜେଡି ଏବଂ କେନ୍ଦ୍ରର ବିଜେପି ସରକାର କିପରି ବିକାଶରେ ବାଧକ ସାଜିଛନ୍ତି ତାହା ଲୋକଙ୍କ ପାଖରେ ପହଞ୍ଚାଇବ ।

ଶାସକ ଦଳ ବହୁ ପ୍ରତିଶ୍ରୁତି ଦେଇ ପାଳନ କରିନଥିବା କଥା ଗାଁ, ଗାଁରେ ପହଞ୍ଚାଇବ କଂଗ୍ରେସ । ଏନେଇ ପିସିସି ସଭାପତି ଶରତ ପଟ୍ଟନାୟକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ଅକ୍ଟୋବର ୧୫ ଯାଏଁ ଚାଲିବ ଏହି କାର୍ଯ୍ୟକ୍ରମ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ