Masthead

କଂଗ୍ରେସ ମୋଦିଙ୍କୁ ହତ୍ୟା କରିବାକୁ ଚାହୁଁଛି: ଗିରିରାଜ ସିଂହ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାଜପା ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ କଂଗ୍ରେସ ଉପରେ ଏକ ବଡ଼ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, କଂଗ୍ରେସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା କରିବାକୁ ଚାହୁଁଛି। ପଞ୍ଜାବରେ ପ୍ରଧାନମନ୍ତ୍ରୀଙ୍କ ଢିଲା ସୁରକ୍ଷାକୁ ଦର୍ଶାଇ ଗିରିରାଜ ସିଂ କହିଛନ୍ତି ଯେ କଂଗ୍ରେସ ପାଖରେ କୌଣସି ପ୍ରସଙ୍ଗ ନାହିଁ। ସେ କହିଛନ୍ତି, ଆଦାନୀ କେବଳ ଏକ ବାହାନା, ମୋଦିଙ୍କୁ ଗାଳି କରିବାକୁ କଂଗ୍ରେସ ଚାହୁଁଛି ।

ଦଶ ବର୍ଷ ମଧ୍ୟରେ ତାଙ୍କ ସରକାର ବିବାଦ ଘେରକୁ ଆସିଥିଲେ। ଗିରିରାଜ ସିଂ କହିଛନ୍ତି, ବର୍ତ୍ତମାନ ଏହି ଲୋକମାନେ କହୁଛନ୍ତି ଯେ ମୋଦି ଗଲା ପରେ ହିଁ ଏହି ସରକାର ଶେଷ ହେବ। ମଙ୍ଗଳବାର ବଜେଟ ଅଧିବେଶନର ଦ୍ୱିତୀୟ ଦିନ ରହିଥିବା ବେଳେ ଗିରିରାଜ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ୧୦ ବର୍ଷ ମଧ୍ୟରେ କଂଗ୍ରେସ ସରକାର ବିବାଦରେ ଘେରି ରହିଛନ୍ତି। ବର୍ତ୍ତମାନ କଂଗ୍ରେସ କହୁଛି ମୋଦି ଧ୍ୱଂସ ହେଲେ ସରକାର ମଧ୍ୟ ଶେଷ ହୋଇଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ