Masthead

କଂଗ୍ରେସ ୯ରୁ ୯୦ ହେବ: ସାଲୁଜା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଗକୁ ୨୦୨୪ ନିର୍ବାଚନ । ନିର୍ବାଚନ ପାଇଁ ସବୁ ଦଳ କରୁଛନ୍ତି ପ୍ରସ୍ତୁତି । ପ୍ରସ୍ତୁତିକୁ ନେଇ କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପ୍ରତିକ୍ରିୟା । କହିଛନ୍ତି ବିଜେପି ରୋଡ଼ ମ୍ୟାପର କୌଣସି ପ୍ରଭାବ ପଡିବ ନାହିଁ। କାରଣ ବିଧାନସଭା ନିର୍ବାଚନ ପରେ ପଂଚାୟତ, ପୌର ଓ ଉପ ନିର୍ବାଚନ ହୋଇଛି। ତାର ଫଳ ସମସ୍ତଙ୍କୁ ଜଣା। ଏହା ପୁଣି ଥରେ ବିଗ ଜିରୋ ହେବ । କିଛି କାମ ଆସିବ ନାହିଁ। କଂଗ୍ରେସ ୯ ରୁ ୯୦ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ