କଂଗ୍ରେସ ୯ରୁ ୯୦ ହେବ: ସାଲୁଜା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଗକୁ ୨୦୨୪ ନିର୍ବାଚନ । ନିର୍ବାଚନ ପାଇଁ ସବୁ ଦଳ କରୁଛନ୍ତି ପ୍ରସ୍ତୁତି । ପ୍ରସ୍ତୁତିକୁ ନେଇ କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପ୍ରତିକ୍ରିୟା । କହିଛନ୍ତି ବିଜେପି ରୋଡ଼ ମ୍ୟାପର କୌଣସି ପ୍ରଭାବ ପଡିବ ନାହିଁ। କାରଣ ବିଧାନସଭା ନିର୍ବାଚନ ପରେ ପଂଚାୟତ, ପୌର ଓ ଉପ ନିର୍ବାଚନ ହୋଇଛି। ତାର ଫଳ ସମସ୍ତଙ୍କୁ ଜଣା। ଏହା ପୁଣି ଥରେ ବିଗ ଜିରୋ ହେବ । କିଛି କାମ ଆସିବ ନାହିଁ। କଂଗ୍ରେସ ୯ ରୁ ୯୦ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’