Masthead

ବିଜେପି ତା’ର କୌଣସି ପ୍ରତିଶ୍ରୁତି ପାଳନ କରିନାହିଁ: ମଲ୍ଲିକାଜ୍ଜୁର୍ନ ଖଡ଼ଗେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କ ଦାବି । ୫ ରାଜ୍ୟରେ କଂଗ୍ରେସ ଗଢିବ ସରକାର । ଆସନ୍ତା ମାସରେ ଦେଶର ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମୟରେ ନିର୍ବାଚନ ଫଳାଫଳ ସମ୍ପର୍କରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ଦାବି କରିଛନ୍ତି ଯେ ସେ ନିଶ୍ଚିତ ଭାବେ ୫ଟି ରାଜ୍ୟରେ ଜିତିବେ।

ଏହି ସମୟ ମଧ୍ୟରେ ସେ ବିଜେପିକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ମୁଦ୍ରାସ୍ଫୀତି ଏବଂ ବେକାରୀ ଯୋଗୁ ଲୋକମାନେ ଅସୁବିଧାରେ ପଡ଼ିଛନ୍ତି । ବିଜେପି ତା’ର କୌଣସି ପ୍ରତିଶ୍ରୁତି ପାଳନ କରିନାହିଁ। ଇଣ୍ଡିଆ ଗଠବନ୍ଧନ ଆସନ ବାଣ୍ଟିବା ପ୍ରସଙ୍ଗରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ କହିଛନ୍ତି, ପ୍ରଥମେ ୫ଟି ରାଜ୍ୟରେ ନିର୍ବାଚନ ସରିବା ପରେ ଆମେ ମେଣ୍ଟ ବିଷୟରେ ଚିନ୍ତା କରିବୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ