Masthead

ଓଡ଼ିଶା ବୁଲିବ କଂଗ୍ରେସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) କଂଗ୍ରେସର ବସ ଯାତ୍ରାରେ ହେଲା ପରିବର୍ତ୍ତନ। ଆସନ୍ତାକାଲି ପରିବର୍ତ୍ତେ ଫେବୃଆରୀ ୧ରେ ହେବ କଂଗ୍ରେସର ବସ ଯାତ୍ରା। ସମସ୍ତ କଂଗ୍ରେସ ନେତାଙ୍କୁ ବସରେ ନେଇ ଓଡ଼ିଶା ସାରା ବୁଲିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୧ ତାରିଖରେ ଭୁବନେଶ୍ୱର ସ୍ଥିତ ଲିଙ୍ଗରାଜ ମନ୍ଦିର ଠାରୁ ଆରମ୍ଭ ହେବ କଂଗ୍ରେସର ବସ ଯାତ୍ରା। କଂଗ୍ରେସ ଦେଶ ପାଇଁ ସ୍ୱାଧୀନତା ଆଣିଛି। ଓଡ଼ିଶାରେ କଂଗ୍ରେସ ସରକାରକୁ ଆସିବ।

ବସ ଯାତ୍ରାରେ ନେତାମାନେ କଂଗ୍ରେସ ଦଳର ମହାନତା କଥା ଲୋକଙ୍କ ପାଖରେ ପହଁଚାଇବେ । ଦେଶ ସ୍ୱାଧିନ ହେବା ପଛରେ ପ୍ରମୁଖ ଭୂମିକା ତୁଲାଇଥିଲା କଂଗ୍ରେସ । ରାଜ୍ୟର ଉନ୍ନତି ପାଇଁ ଦଳ ଅନେକ କାମ କରିଛି । ଏବେ ପୁଣିଥରେ ଓଡିଶାର ଦଳ କ୍ଷମତାକୁ ଫେରିବ ବୋଲି ଆଶାବାଦୀ ଅଛନ୍ତି କଂଗ୍ରେସ ନେତା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ