Masthead

ମହାରାଷ୍ଟ୍ର କସବାପେଠରୁ ଜିତିଲା କଂଗ୍ରେସ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ରର ପୁଣେର କସବାପେଠରେ ହାରିଲା ବିଜେପି । ୧୯୯୫ ପରେ ୨୭ ବର୍ଷ ପରେ ପ୍ରଥମ ଥର ପାଇଁ ବିଜେପି ଏହି ଆସନରେ ନିର୍ବାଚନ ଲଢିଛି । କସବାପେଠରେ ନିର୍ବାଚନମଣ୍ଡଳୀରେ ଅନୁଷ୍ଠିତ ଉପ-ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଜିତିଛନ୍ତି। ଏଠାରେ ଭାଜପାର ହେମନ୍ତ ରସାନେ ଏବଂ ମହା ବିକାଶ ଆଘାଡିର ରବିନ୍ଦ୍ର ଧନଗେକରଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ଥିଲା। ତେବେ କଂଗ୍ରେସ ପ୍ରାର୍ଥୀ ରବିନ୍ଦ୍ର ଧାଙ୍ଗେକର ଏହି ଆସନରୁ ଜିତିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା