Masthead

ଆମେ ଯେତିକି ଆସନ ଜିତିଛୁ କଂଗ୍ରେସ ୩ଟି ନିର୍ବାଚନରେ ଜିତିନି: ମୋଦି

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ);ଏନଡିଏ ର ବହୁମତ ପରେ ଏନଡିଏ ବର୍ତ୍ତମାନ ସରକାର ଗଢିବାକୁ ଜାଉଛି । ଏହାରି ମଧ୍ୟରେ ନରେନ୍ଦ୍ର ମୋଦି ୩ୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବରେ ସପଥ ନେବାକୁ ଜାଉଛନ୍ତି । ଏନେଇ ଆଜି ବିଜେପି ନେତୃତ୍ୱାଧୀନ ନ୍ୟାସନାଲ ଡେମୋକ୍ରାଟିକ୍ ଆଲାଇନ୍ସ (ଏନଡିଏ) ର ନୂତନ ନିର୍ବାଚିତ ସାଂସଦମାନେ ସର୍ବସମ୍ମତି କ୍ରମେ ନରେନ୍ଦ୍ର ମୋଦୀଙ୍କୁ ସେମାନଙ୍କର ସଂସଦୀୟ ଦଳର ନେତା କରିବା ସହ ସଂସଦର ସେଣ୍ଟ୍ରାଲ ହଲରେ ଏକ ଉଚ୍ଚସ୍ତରୀୟ ବୈଠକରେ ତାଙ୍କୁ ପ୍ରଧାନମନ୍ତ୍ରୀ ଭାବରେ ସମର୍ଥନ କରିଛନ୍ତି।

ଏହିସମୟରେ ମୋଦି କହିଛନ୍ତି ଯେ, ‘‘୨୦୨୪ ଲୋକସଭା ଫଳାଫଳକୁ ନେଇ ବିରୋଧ ଏନ୍‌ଡିଏକୁ ଥଟା କରୁଛି। ମାତ୍ର ସେମାନେ ଜାଣନ୍ତି ଯେ ଆମେ କେବେ ହାରି ନାହୁଁ। ଗ୍ରାଣ୍ଡ ପୁରୁଣା ଦଳ କଂଗ୍ରେସ ୧୦ ବର୍ଷ ପରେ ବି ୧୦୦ ଛୁଇଁ ପାରିବ ନାହିଁ। ସେ କହିଛନ୍ତି ଯେ ଗତ ତିନିଟି ଲୋକସଭା ନିର୍ବାଚନରେ ସେମାନଙ୍କର ମୋଟ ଆସନ କେବଳ ଆମର ଏହି ନିର୍ବାଚନ ତୁଳନାରେ କମ୍ ଅଟେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?