Masthead

କଂଗ୍ରେସ କାର୍ଯ୍ୟକାରିଣୀ କମିଟି ତାଲିକା ପ୍ରକାଶ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଚଳିତ ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନ ଏବଂ ଆସନ୍ତା ବର୍ଷ ୨୦୨୪ରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଏହାର ନୂତନ ଦଳ ପ୍ରସ୍ତୁତ କରିଛି। କଂଗ୍ରେସର ନୂତନ କାର୍ଯ୍ୟ କମିଟିର ତାଲିକା ପ୍ରକାଶ ପାଇଛି। ଏଥିରେ ମୋଟ ୩୯ ଜଣଙ୍କୁ ସାମିଲ କରାଯାଇଛି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ କଂଗ୍ରେସ ୱାର୍କିଂ କମିଟି ଗଠନ କରିଛନ୍ତି। ଏଥିରେ ଖଡଗେଙ୍କ ବ୍ୟତୀତ ସୋନିଆ ଗାନ୍ଧୀ, ମନମୋହନ ସିଂ, ରାହୁଲ ଗାନ୍ଧୀ, ଆଧୀର ରଂଜନ ଚୌଧୁରୀ, ଏ.କେ ଆଣ୍ଟୋନି, ଅମ୍ବିକା ସୋନି, ମୀରା କୁମାର, ଦିଗବିଜୟ ସିଂ, ପି ଚିଦାମ୍ବରମଙ୍କ ଭଳି ବରିଷ୍ଠ ନେତାଙ୍କୁ ସାମିଲ କରାଯାଇଛି।

କଂଗ୍ରେସର ଏହି କାର୍ଯ୍ୟକାରୀ କମିଟିକୁ ଦୀର୍ଘଦିନ ହେବ ଅପେକ୍ଷା କରାଯାଇଥିଲା । ହେଲେ ପ୍ରକାଶ ପାଇଥିବା ତାଲିକାରୁ ଅନୁମାନ କରାଯାଉଛି କି ପୁରୁଣା କମିଟି ଓ ନୂଆ କମିଟି ମଧ୍ୟରେ ବିଶେଷ କିଛି ପରିବର୍ତ୍ତନ କରାଯାଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି