କଂଗ୍ରେସ କାର୍ଯ୍ୟକାରିଣୀ କମିଟି ତାଲିକା ପ୍ରକାଶ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଚଳିତ ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନ ଏବଂ ଆସନ୍ତା ବର୍ଷ ୨୦୨୪ରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଏହାର ନୂତନ ଦଳ ପ୍ରସ୍ତୁତ କରିଛି। କଂଗ୍ରେସର ନୂତନ କାର୍ଯ୍ୟ କମିଟିର ତାଲିକା ପ୍ରକାଶ ପାଇଛି। ଏଥିରେ ମୋଟ ୩୯ ଜଣଙ୍କୁ ସାମିଲ କରାଯାଇଛି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ କଂଗ୍ରେସ ୱାର୍କିଂ କମିଟି ଗଠନ କରିଛନ୍ତି। ଏଥିରେ ଖଡଗେଙ୍କ ବ୍ୟତୀତ ସୋନିଆ ଗାନ୍ଧୀ, ମନମୋହନ ସିଂ, ରାହୁଲ ଗାନ୍ଧୀ, ଆଧୀର ରଂଜନ ଚୌଧୁରୀ, ଏ.କେ ଆଣ୍ଟୋନି, ଅମ୍ବିକା ସୋନି, ମୀରା କୁମାର, ଦିଗବିଜୟ ସିଂ, ପି ଚିଦାମ୍ବରମଙ୍କ ଭଳି ବରିଷ୍ଠ ନେତାଙ୍କୁ ସାମିଲ କରାଯାଇଛି।

କଂଗ୍ରେସର ଏହି କାର୍ଯ୍ୟକାରୀ କମିଟିକୁ ଦୀର୍ଘଦିନ ହେବ ଅପେକ୍ଷା କରାଯାଇଥିଲା । ହେଲେ ପ୍ରକାଶ ପାଇଥିବା ତାଲିକାରୁ ଅନୁମାନ କରାଯାଉଛି କି ପୁରୁଣା କମିଟି ଓ ନୂଆ କମିଟି ମଧ୍ୟରେ ବିଶେଷ କିଛି ପରିବର୍ତ୍ତନ କରାଯାଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ