Masthead

ଆଜି କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ, ନିର୍ବାଚନୀ ଇସ୍ତାହାରକୁ ମିଳିପାରେ ମଞ୍ଜୁରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପାଖେଇ ଆସୁଛି ଲୋକସଭା ନିର୍ବାଚନ । କସରତ ଆରମ୍ଭ କରିଦେଇଛନ୍ତି ପ୍ରତିଦ୍ବନ୍ଦ୍ବୀ ଦଳ । ଆଜି କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ । ବୈଠକରେ ନିର୍ବାଚନୀ ଇସ୍ତାହାର ଉପରେ ମୋହର ବାଜିବାର ସମ୍ଭାବନା ରହିଛି । ଏଥିରେ ସଦସ୍ୟ ରହିଥିଲେ ଛତିଶଗଡର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଟି.ଏସ୍ ସିଂହଦେଓ, କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମେୟା, କଂଗ୍ରେସର ସାଧାରଣ ସମ୍ପାଦକ ଜୟରାମ ରମେଶ, କଂଗ୍ରେସ ନେତା ଶଶି ଥରୁର ଏବଂ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ।

ଇସ୍ତାହାର କମିଟିର ଅଧ୍ୟକ୍ଷ ରହିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି ଚିଦାମ୍ବରମ । ଇ-ମେଲରେ ଆସିଥିବା ପ୍ରସ୍ତାବ ଏବଂ ଲୋକଙ୍କ ମତାମତକୁ ଆଧାର କରି ଦେଖି ନିର୍ବାଚନୀ ଇସ୍ତାହାର ତିଆରି ହୋଇଛି । ନିର୍ବାଚନୀ ଇସ୍ତାହାରରେ ଶ୍ରମିକ, ମହିଳାଙ୍କ ଭଳି କ୍ଷେତ୍ରରେ କଂଗ୍ରେସ ବଡ ଘୋଷଣା କରିବ ବୋଲି ଜଣାପଡିଛି । ସେହିପରି ଆସନ୍ତାକାଲିଠୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି । ଏହାପୂର୍ବରୁ କଂଗ୍ରେସ ତୃତୀୟ ପର୍ଯ୍ୟାୟରେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିବାର ସମ୍ଭାବନା ରହିଛି । ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ଛତିଶଗଡରେ ବାକି ଥିବା ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ